ରିପୋର୍ଟ କାର୍ଡ / ଭଦ୍ରକ
ଭଦ୍ରକ ଜିଲ୍ଲାର ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଧାମରାଠାରେ ଥିବା ଚାନ୍ଦନୀପାଳଠାରେ ବିଶାଳ ସମୁଦ୍ର ବେଳା ଭୂମିର ବିକାଶ ହେବ। ଏଠାରେ ସି ବିଚ୍ ନିର୍ମାଣ କରାଯିବ। ଏହାର ସୌନ୍ଦର୍ଯ୍ୟ କାରଣ କରାଯିବା। ପର୍ଯ୍ୟଟକଙ୍କୁ ଏଠାକୁ ଆସିବାକୁ ସୁଯୋଗ ଦିଆଯିବ। ଧାମରା ହେବା ପର୍ଯ୍ୟଟନର ହବା୍। ଏହି ଲକ୍ଷ୍ୟ ନେଇ ପୂର୍ବରୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହାର କ୍ଷେତ୍ରୀୟ ତଦନ୍ତ ହୋଇଥିଲା। ମଙ୍ଗଳବାର ପୁଣି ରାଜ୍ୟ ସରକାରଙ୍କର ପର୍ଯ୍ୟଟନ ସଚିବ ଧମରରା ଗସ୍ତରେ ଆସି ଚାନ୍ଦନୀପାଳର ସମୁଦ୍ର ବେଳାଭୂମି ବୁଲି ଦେଖିଥିଲେ। ସଚିନଙ୍କ ସହ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଓ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..