ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ବିଜେପି ବହୁମତ ସହ ବିଜୟ ହାସଲ କରିଛି | କିନ୍ତୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କୁ ପରାଜୟ ସ୍ୱୀକାର କରିବାକୁ ପଡିଛି । କଂଗ୍ରେସ ପ୍ରାର୍ଥୀ ଭୁବନ କାପଡି ଛଅ ହଜାରରୁ ଅଧିକ ଭୋଟ୍ ବ୍ୟବଧାନରେ ଧାମିଙ୍କୁ ପରାସ୍ତ କରିଛନ୍ତି।
ଏହା ପରେ ପୁଣି ଥରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ବଦଳିବାକୁ ଯାଉଛି । ଉଦ୍ଧମ ସିଂ ନଗରର ଖାତିମା ଆସନରୁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ନିର୍ବାଚନ ହାରିଯାଇଛନ୍ତି । ସେ କଂଗ୍ରେସ ପ୍ରାର୍ଥୀ ଭୁବନ ଚନ୍ଦ୍ର କାପ୍ରିଙ୍କଠାରୁ ୭ ହଜାରରୁ ଅଧିକ ଭୋଟରେ ପରାସ୍ତ ହୋଇଛନ୍ତି । ଏହି ଆସନରୁ ଧାମି ୨୦୧୨ ଓ ୨୦୧୭ ନିର୍ବାଚନରେ ବିଜୟୀ ହୋଇଥିଲେ ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..