ରିପୋର୍ଟ କାର୍ଡ / ଭଦ୍ରକ
ଧାମନଗର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ପାର୍ଥୀଙ୍କ ନାମ ଘୋଷଣା କରାଯିବ | ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ । କିନ୍ତୁ ବିଜେଡି ରକିଏ ପାର୍ଥୀ ହେବ ଘୋଷଣା କରାଯାଇ ନାହିଁ | ମଙ୍ଗଳବାର ଟିକଟ ଘୋଷଣା ପରେ ୧୪ରେ ନାମାଙ୍କନ ଦାଖଲ କରିବେ କଂଗ୍ରେସ ପାର୍ଥୀ। ତିନି ପ୍ରମୁଖ ଦଳ ଜୋରଦାର ନିର୍ବାଚନୀ ପ୍ରଚାର ଚଳାଇଛନ୍ତି |






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….