ରିପୋର୍ଟ କାର୍ଡ / ଧାମନଗର
ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ ପ୍ରୟାସ ଆରମ୍ଭ କରିଛନ୍ତି । ରବିବାର ବିଜେପି ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁତ୍ର ସୂର୍ଯ୍ୟବଂଶୀ ସୂରଜଙ୍କୁ ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିବାକୁ ଘୋଷଣା କରିସାରିଛି | ମଙ୍ଗଳବାର କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବାନେଇ କମିଟି ସଦସ୍ୟ ଜୟଦେବ ଜେନା ସୂଚନା ଦେଇଛନ୍ତି । ତେବେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହା ଉପରେ ରହିଛି ନଜର ।






More Stories
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..