ରିପୋର୍ଟ କାର୍ଡ / ଭୁବନେଶ୍ୱର
ଧାମନଗର ଉପନିର୍ବାଚନ ପାଇଁ ଜୋରଦାର ଚାଲିଛି ପ୍ରଚାର । ନିଜ ପ୍ରାର୍ଥୀଙ୍କୁ ଜିତାଇବାକୁ ପ୍ରଚାର କରୁଛନ୍ତି ଦଳୀୟ ନେତା । ଆଜି ଧାମନଗର ପାଇଁ ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଉପନିର୍ବାଚନ ପାଇଁ ଭର୍ଚ୍ଚୁଆଲ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ । ବିଜେଡି ପ୍ରାର୍ଥୀ ଅବନ୍ତି ଦାସଙ୍କ ପାଇଁ ନବୀନ ଭୋଟ୍ ମାଗିବେ । ଏଥିପାଇଁ ଧାମନଗର ନିର୍ବାଚନ ମଣ୍ଡଳିର ୧୩ଟି ସ୍ଥାନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଧାମନଗର ବିଧାନସଭା ଆସନ ହାତକୁ ନେବାକୁ କସରତ କରୁଛନ୍ତି ବିଜେପି, କଂଗ୍ରେସ ଓ ସ୍ୱାଧୀନ ପ୍ରାର୍ଥୀ ।






More Stories
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……
ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ !…..
ସିଧା ଏନକାଉଣ୍ଟର…..