ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଏହି ଅବସରରେ ୨୪ ପ୍ରକାରର ପିଠା ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କଠାରେ ଭୋଗ ଲାଗାଯିବ। ଆଜି ରାତ୍ର ୨ଟା ୧୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି ସଂପନ୍ନ ହୋଇଛି। ପରେ ମଙ୍ଗଳି ଆଳତି ହୋଇ ଭୋର ସମୟରୁ ପହିଲି ଭୋଗ ନୀତି ସମ୍ପନ୍ନ ହୋଇଛି। ଏହାର ଅର୍ଥ କାଉ କା କହିବା ପୂର୍ବରୁ ପହିଲି ଭୋଗ ନିତୀ ସମ୍ପନ୍ନ ହେବା ପରମ୍ପରା ରହିଛି।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..