ରିପୋର୍ଟ କାର୍ଡ / ବରଗଡ଼
ଆଜିଠାରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆରମ୍ଭ ହେବ। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଛି।କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ କାମ ସରିଛି। ଆଜିଠାରୁ ଆରମ୍ଭ ହୋଇ ଏହା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଧନୁଯାତ୍ରା ପାଇଁ ହାଟପଦା ଠାରେ ମହାରାଜ କଂସଙ୍କ ପ୍ରାୟ ୯୫ଫୁଟ ଉଚ୍ଚ ଏବଂ ୪୫ଫୁଟ ଓସାର ରାଜଦରବାର ନିର୍ମାଣ ହୋଇଛି।





More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……