ରିପୋର୍ଟ କାର୍ଡ / ବରଗଡ଼
ଆସନ୍ତା ୨୭ ତାରିଖରେ ବରଗଡ଼ ଧନୁଯାତ୍ରା। ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ କଳାକାର ମାନେ ଦିନରାତି ଏକ କରିଦେଇ ରିହର୍ସାଲ କରୁଛନ୍ତି। ରିହର୍ସାଲର ଅନ୍ତିମ ପର୍ଯ୍ୟାୟରେ କୃଷ୍ଣ ବଳରାମଙ୍କ ସହ ମହାରାଜ କଂସଙ୍କ ଯୁଦ୍ଧ ଓ କଂସ ବଧର ଅଭ୍ୟାସ ହୋଇଥିଲା। ଚଳିତ ବର୍ଷ ବରଗଡ଼ ଧନୁଯାତ୍ରା ୭୦ ବର୍ଷରେ ପାଦଥାପିଛି।
More Stories
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..
ବାପାର ଜୀବନ ନେଲା ପୁଅ…..
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍ ଗଲେ ସଂଗ୍ରାମ କେଶରୀ ବେହେରା…..