ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଶନିବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇ ଦେଇଥିବା ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଜରିଆରେ ସ୍ପଷ୍ଟ କରିଛନ୍ତି। ଦେଶରେ ଚାଲିଥିବା ପ୍ରବେଶିକା ପରୀକ୍ଷା (NEET-UG) ବିବାଦ ଓ ଲଗାତାର ଛାତ୍ର ଆନ୍ଦୋଳନ ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି |







More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……