ରିପୋର୍ଟ କାର୍ଡ / ଢେଙ୍କାନାଳ
ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅର୍ନ୍ତଗତ କମଲାଙ୍ଗ ନିକଟସ୍ଥ ଇଟାଭାଟିରେ ଅଘଟଣ । ଶ୍ୱାସରୁଦ୍ଧ ହୋଇ ୪ଜଣଙ୍କ ମୃତୁ୍ୟ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଜଣେ ୭ବର୍ଷର ନାବାଳକଙ୍କ ଥିବା ଜଣାପଡିଛି । କିଛି ଦିନ ତଳେ ଏହି ଇଟାଭାଟିରେ ୨ଜଣ ଶ୍ରମିକ ଶ୍ୱାସ ରୁଦ୍ଧ ହୋଇ ପ୍ରାଣ ହାରାଇଥିଲେ|
More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..