ରିପୋର୍ଟ କାର୍ଡ / ଢେଙ୍କାନାଳ
ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବିଭୁଦାନନ୍ଦଙ୍କ ଘର ସମତେ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ରେଞ୍ଜରଙ୍କ ଷ୍ଟେସନ ବଜାର ଘର, ସରକାରୀ ବାସଭବନ ଓ ଅଫିସରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।
More Stories
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..