ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ। ଉଭୟଙ୍କ ମଧ୍ୟରେ ଅଧଘଣ୍ଟାରୁ ଅଧିକ ସମୟ ଆଲୋଚନା ହୋଇଥିବା ଜଣା ପଡ଼ିଛି।ଦିଲ୍ଲୀପଙ୍କ ସହ ପାରିବାରିକ ସମ୍ପର୍କ ରହଥିବା ଆଇନ ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ, ତାଙ୍କ ବାାପା ବିଶ୍ବଭୂଷଣଙ୍କୁ ମଧ୍ୟ ଦିଲ୍ଲୀପ ଭେଟିଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..