ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆଲୋକର ପର୍ବ ଦୀପାବଳି । ଗାଁରୁ ସହର ସବୁଠି ଚଳଚଞ୍ଚଳ। ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । କାର୍ତ୍ତିକ ମାସର କୃଷ୍ଣ ପକ୍ଷର ତ୍ରୟୋଦଶ ତୀଥିରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଏ। ଦୀପ ସହ ଜଡିତ ଏହି ପର୍ବକୁ ଖୁବ୍ ଧୂମଧାମରେ ପାଳନ କରାଯାଏ। ଅନ୍ଧକାର ଉପରେ ଆଲୋକର ବିଜୟ ସହିତ ଜଡିତ ଏହି ପର୍ବକୁ ନେଇ ବିଭିନ୍ନ ଧର୍ମରେ ଭିନ୍ନ ବିଶ୍ୱାସ ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି।
More Stories
ଜଳିଗଲା ବାୟୁସେନାର ମିଗ ୨୯ ଯୁଦ୍ଧ ବିମାନ….
ଏସ୍ସିବି ମେଡକାଲ କଲେଜରେ ରାଗିଂ ଅଭିଯୋଗ…..
ଆସିଲା ବାତ୍ୟା ‘ଦାନା’ ଘଟାଇଥିବା କ୍ଷୟକ୍ଷତି ରିପୋର୍ଟ…..