ରିପୋର୍ଟ କାର୍ଡ / ଭୁବନେଶ୍ୱର
RI ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର। ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା, ୮.୪୫ରେ ଭିତରକୁ ଗଲେ। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି। ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଯାଇଛି। ନୟାପଲ୍ଲୀ, ମଞ୍ଚେଶ୍ୱର,ପଟିଆ ଆଦି ସ୍ଥାନରେ ଥିବା ପରୀକ୍ଷା କେନ୍ଦ୍ରରେ ସମସ୍ୟା ରହିଛି।






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……