ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଗକୁ ଦୁର୍ଗାପୂଜା। ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ, ଭୁବନେଶ୍ବର ଦୁର୍ଗା ପୂଜା ଭସାଣିରେ ଡିଜେ ବାଜିବ ନାହିଁ ବୋଲି ସ୍ଥିର କରାଯାଇଛି। ଏପରିକି ଭସାଣିରେ ଲେଜର ଲାଇଟ ଏବଂ ବାଣ ଫୁଟାଇବାକୁ ମଧ୍ୟ ବାରଣ କରାଯାଇଛି। କେବଳ ପାରମ୍ପରିକ ବାଜାରେ ମା’ଙ୍କ ଭସାଣି ଶୋଭାଯାତ୍ରା ହେବ ବୋଲି ବୈଠକରେ କୁହାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..