ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫଗାନିସ୍ତାନ ରାଷ୍ଟ୍ରପତି ଅସ୍ରଫ ଘନି ପଦରୁ ଇସ୍ତଫା ଦେବା ପରେ ତାଲିବାନ ଆଫଗାନିସ୍ତାନର ରାଜଧାନୀ କାବୁଲକୁ କବଜା କରିଛି | ୨୦ ବର୍ଷ ପରେ ପୁଣି ଆଫଗାନିସ୍ତାନକୁ ନିଜ ଅକ୍ତିଆରକୁ ନେଇଛି ତାଲିବାନ | ଆଫଗାନିସ୍ତାନ ସରକାର ପତନ ଘଟିଛି | ଏହାକୁ ନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋ ବାଇଡେନ୍ଙ୍କୁ ଦାୟୀ କରିଛନ୍ତି | ଏହା ସହିତ ବାଇଡେନ୍ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି ଟ୍ରମ୍ପ ।ଏନେଇ ରବିବାର ଟ୍ରମ୍ପ ଏକ ବିବୃତ୍ତିରେ କହିଛନ୍ତି ଯେ ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଇସ୍ତଫା ଦେବାର ସମୟ ଆସିଛି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..