ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶସାରା ଇଣ୍ଡିଆନ ଅଏଲର ପ୍ରଚୁର ଇନ୍ଧନ ମହଜୁଦ ରହିଛି । ଯୋଗାଣ ଲାଇନ ଗୁଡିକ ସୁଗମ ଭାବରେ କାର୍ଯ୍ୟ କରୁଛି । ସମସ୍ତ ଆଉଟଲେଟରେ ଇନ୍ଧନ ଏବଂ ଏଲପିଜି ସହଜରେ ଉପଲବ୍ଧ ରହିଛି ବୋଲି କୁହାଯାଇଛି ।






More Stories
ଦିଲ୍ଲୀରେ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ…..
କିଭ୍ ଉପରେ ରୁଷ୍ର ଆକ୍ରମଣ; ୩୦ମୃତ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..