ରିପୋର୍ଟ କାର୍ଡ / ମୟୂରଭଞ୍ଜ
ତିରିଂ ଥାନା ଅଞ୍ଚଳରେ ଡବଲ ମର୍ଡର ଘଟିଛି | ଘଟଣା ଅନୁଯାଇ ତିରିଂ ଥାନା ଅନ୍ତର୍ଗତ କୁଲୁଘୁଟୁ ଗ୍ରାମରେ, ଆଜି ସକାଳ ୯ଟା ସମୟରେ ଜଣେ ବ୍ୟକ୍ତି ଗ୍ରାମ ରାସ୍ତାରେ ଦୁଇ ବ୍ୟକ୍ତିଙ୍କୁ ଶାବଳରେ ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟ ଘଟିଥିଲା। ଆସାମୀକୁ ଧରି ଗୋଡ଼ହାତ ବାନ୍ଧି ନିର୍ଧୁମ ମାଡ଼ ମାରିଥିଲେ ଉତ୍ତ୍ୟକ୍ତ ଲୋକେ। ଫଳରେ ଅଭିଯୁକ୍ତର ଗୋଡ଼ହାତ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।






More Stories
ଓଡଗାଁ ହତ୍ୟା ଘଟଣାରେ ୪ ଗିରଫ……
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..