ରିପୋର୍ଟ କାର୍ଡ / କଟକ
କଟକ ଏସସିବିର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୬୯ ବୟସ ହୋଇଥିଲା । ଏନେଇ ନେଇ ହସ୍ପିଟାଲ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। ମସ୍ତିଷ୍କାଘାତ ପାଇଁ ନିକଟରେ ତାଙ୍କର ଅପରେସନ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।ରାଜ୍ୟରେ ବିଭିନ୍ନ ବିପର୍ଯ୍ୟୟ ସମୟରେ ଜରୁରୀକାଳୀନ ସେବା ଯୋଗାଇ ଡା.ଭୁବନାନନ୍ଦ ମହାରଣା ପ୍ରଶଂସିତ ହୋଇଥିଲା।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..