ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ୍ ମିଶ୍ରଙ୍କ ଆତ୍ମହତ୍ୟା। ଭୁବନେଶ୍ଵର ସତ୍ୟନଗର ଘରୁ ବୈଜ୍ଞାନିକ ସନ୍ଦୀପ୍ ମିଶ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଏକ ଘରୋଇ ହସ୍ପିଟାଲରେ ସନ୍ଦୀପଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଶବ ବ୍ୟବଚ୍ଛେଦ ପାଇଁ ତାଙ୍କ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି। ସ୍ତନ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା। ତେବେ ସେ କାହିଁକି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଲେ , ତାହାର କାରଣ ଅସ୍ପଷ୍ଟ ରହିଛି।ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……