ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀରରେ ନିଶାଶକ୍ତ ଯୁବତୀଙ୍କର ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ ମଦ ଦୋକାନ ସମ୍ମୁଖରେ ନିଶାଶକ୍ତ ଅବସ୍ଥାରେ ଯୁବତୀ ଜଣକ ଉତ୍ପାତ କରିଥିଲେ। ଖବର ପାଇ ପୋଲିସ ଯୁବତୀଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲା। ତେବେ ହସ୍ପିଟାଲରେ ପୋଲିସକୁ ନାକେଦମ କରିଥିଲେ ନିଶାଶକ୍ତ ଯୁବତୀ, ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..