ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଭୁବନେଶ୍ୱରରୁ ପ୍ରାୟ ୭ ଲକ୍ଷ ଟଙ୍କାର ଜାଲ ନୋଟ୍ ଜବତ କରାଯାଇଛି। ଖାରବେଳ ନଗର ଅଞ୍ଚଳରୁ ଏହି ଟଙ୍କା ଜବତ କରାଯାଇଥିବା ବେଳେ ସମ୍ପୃକ୍ତ ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ସମସ୍ତ ଜାଲ୍ ଟଙ୍କା ୨ ଶହ ଟଙ୍କିଆ ବୋଲି ସୂଚନା ମିଳିଛି। ଘଟଣାର ତଦନ୍ତ ଆରମ୍ଭ ହୋଇଛି।
More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..