ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କୁ ଟୋକିଓ ଅଲିମ୍ପିକ ଟିକେଟ୍ ମିଳିଛି। ବିଶ୍ବ ମାନ୍ୟତା ଆଧାରରେ ଉଭୟ ୧୦୦ ଏବଂ ୨୦୦ ମିଟର ମହିଳା ଦୌଡ଼ ପ୍ରତିଯୋଗୀତା ପାଇଁ ତାଙ୍କୁ ଚୟନ କରାଯାଇଛି। ନିକଟରେ ଦୂତୀ ଇଣ୍ଡିଆନ ଗ୍ରାଣ୍ଡ ପ୍ରିକ୍ସ ୪ର ୧୦୦ ମିଟର ଇଭେଣ୍ଟକୁ ୧୧.୧୭ ସେକେଣ୍ଡରେ ଅତିକ୍ରମ କରି ନିଜର ପୂର୍ବ ରେକର୍ଡକୁ ଭାଙ୍ଗିଥିଲେ। ସେ ମାତ୍ର ୦.୦୨ ସେକେଣ୍ଡ ପାଇଁ ସେ ଅଳ୍ପକେ ସିଧାସଳଖ ଅଲିମ୍ପିକ ଯୋଗ୍ୟତା ଅର୍ଜନ କରିପାରି ନ ଥିଲେ । ତେବେ ନିଜର ବିଶ୍ବ ମାନ୍ୟତା ଆଧାରରେ ସେ ଅଲିମ୍ପିକ ଯୋଗ୍ୟତା ଅର୍ଜନ କରିଛନ୍ତି ।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ଆତଙ୍କବାଦୀ କାର୍ଯ୍ୟକଳାପ ବନ୍ଦ ନକଲେ,ପାକିସ୍ତାନର ଇତିହାସ ଆଉ ଭୂଗୋଳ ବଦଳିଯି…..
ବଢ଼ିଲା ବସ ଭଡା…..