ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭୂମିକମ୍ପରେ ଥରି ଉଠିଲା ଉତ୍ତର ଭାରତ । ଏହି ଭୂକମ୍ପରେ ଆଫଗାନୀସ୍ତାନ ଏବଂ ପାକିସ୍ତାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପାକିସ୍ତାନରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଭମିକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୬ ଥିଲା । ଉତ୍ତରଭାରତରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ରାତିରେ ଭୟରେ ଲୋକମାନେ ଘରୁ ବାହାରକୁ ବାହାରି ଆସିଥିଲେ । ଭୂକମ୍ପର କେନ୍ଦ୍ର ଆଫଗାନୀସ୍ତାନର ଜୁର୍ମ ନିକଟରେ ୪୦ କିଲୋମିଟର ଦୂରରେ ବୋଲି କୁହାଯାଉଛି ।






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……