ରିପୋର୍ଟ କାର୍ଡ / କୋଲକାତା
ଆଜି ପଶ୍ଚିମବଙ୍ଗ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । କିଛି କ୍ଷୟକ୍ଷତି ତଥା ଜୀବନହାନୀ ହୋଇ ନ ଥିବା ଜଣାଯାଇଛି। ‘ଦି ନ୍ୟାସ୍ନାଲ୍ ସେଣ୍ଟର୍ ଫର୍ ସିସ୍ମୋଲୋଜି’ (ଏନସିଏସ୍) ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ, ସକାଳ ପ୍ରାୟ ୫.୩୫ ସମୟରେ ବିହାରର ଆରାରିଆରେ ଭୂକମ୍ପ ଅନୁଭୂତ ହୋଇଥିଲା ଏବଂ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରେକର୍ଡ କରାଯାଇଛି। ବିହାର ଭଳି ପଶ୍ଚିମବଙ୍ଗର ସିଲିଗୁରିରେ ମଧ୍ୟ ସମାନ ସମୟରେ ଭୂମିକମ୍ପ ଅନୁଭୂତ ହୋଇଛି। ଯାହାର ତୀବ୍ରତା ମଧ୍ୟ ସମାନ ଥିଲା । ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ଘଟିଥିବା ଜଣାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..