Report Card Odisha

| Daily Odia News

ଇଣ୍ଡୋନେସିଆରେ ଭୂକମ୍ପ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୩ ଥିବା ଜଣାପଡ଼ିଛି। ତେବେ ଭୂକମ୍ପଜନିତ କ୍ଷୟକ୍ଷତିର କୌଣସି ସୂଚନା ନାହିଁ। ଅପରପକ୍ଷରେ ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଥିଲେ ମଧ୍ୟ ସୁନାମି ସତର୍କତା ଦିଆଯାଇନାହିଁ।

Breaking News