ଦେଶ ବିଦେଶ ଇଣ୍ଡୋନେସିଆରେ ଭୂକମ୍ପ….. Report Card Bureau December 31, 2023 ରିପୋର୍ଟ କାର୍ଡ / ନୂଆଦିଲ୍ଲୀଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୩ ଥିବା ଜଣାପଡ଼ିଛି। ତେବେ ଭୂକମ୍ପଜନିତ କ୍ଷୟକ୍ଷତିର କୌଣସି ସୂଚନା ନାହିଁ। ଅପରପକ୍ଷରେ ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଥିଲେ ମଧ୍ୟ ସୁନାମି ସତର୍କତା ଦିଆଯାଇନାହିଁ।Post navigationPrevious ଓଡ଼ିଶା ଦେଇ ଗଡ଼ିଲା ଅମୃତ ଭାରତ ଏକ୍ସପ୍ରେସ୍…..Next ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଦେଶ ବିଦେଶ ବଡ଼ ଖବର ରାଜ୍ୟ ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ….. October 12, 2026 Report Card Bureau 1 min read ଦେଶ ବିଦେଶ ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI…. October 12, 2026 Report Card Bureau ଦେଶ ବିଦେଶ ୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ…. October 11, 2026 Report Card Bureau
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….