ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୋଲୋମନ ଦ୍ୱୀପରେ ଭୂକମ୍ପ ହୋଇଛି । ଦ୍ୱୀପର ଦକ୍ଷିଣ-ପୂର୍ବ ମାଲାଙ୍ଗୋରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି । ରିକ୍ଟର ସ୍କେଲରେ ଏହା ତ୍ରିବତା ୭ ରେକର୍ଡ କରାଯାଇଛି । ସକାଳ ପ୍ରାୟ ୭ଟା ୩୩ରେ ଭୂକମ୍ପ ଝଟକା ଅନୁଭବ ହୋଇଛି । ଭୂକମ୍ପର ଗଭୀରତା ଭୂମି ଠାରୁ ୧୩.୬ କିଲୋମିଟର ରହିଥିଲା । ସୂଚନା ଯୋଗ୍ୟ, ଏହାପୂର୍ବରୁ ସୋମବାର ଇଣ୍ଡୋନେସିଆରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୧୬୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦୦ରୁ ଅଧିକ ଆହତ ହୋଇଛନ୍ତି । ଉଦ୍ଧାରକାରୀ ଦଳ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି ।






More Stories
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..
ଶରଦ ପାଓ୍ବାରଙ୍କୁ ଝଟକା:ଅଜିତ ଯିବା ପରେ ବଦଳିଗଲା NCP!…..
“ହମ୍ପଟି ଡମ୍ପଟି ବଜେଟ”……