ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅରୁଣାଞ୍ଚଳ ପ୍ରଦେଶ ପାନଙ୍ଗିନ୍ର ଉତ୍ତରରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୦ ରେକର୍ଡ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ମିଳି ନାହିଁ। ଏହା ପୂର୍ବରୁ ୨୨ ଜୁଲାଇରେ ମଧ୍ୟ ଅରୁଣାଞ୍ଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୩ ରେକର୍ଡ କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….