ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚୀନରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ‘ଏକ୍ସ’ ଜରିଆରେ ଏନେଇ ସୂଚନା ଦେଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରେକର୍ଡ କରାଯାଇଛି। ଭାରତୀୟ ସମୟାନୁସାରେ, ମେ’ ୧୬ ତାରିଖ ସକାଳ ୬ଟା ୨୯ରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି। ତେବେ ଏଥିରେ କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ।
More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..