ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଚଳପ୍ରଦେଶର ଧର୍ମଶାଳାରେ ଶନିବାର ସକାଳ ସମୟରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩ ରେକର୍ଡ କରାଯାଇଛି। ଏନସିଏସ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନାହିଁ। ଏହାପୂର୍ବରୁ ମେ’୫ରେ ଆସାମର ସୋନିତପୁରରେ ଭୂକମ୍ପର ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଥିଲା। ସେହିପରି ୨୮ ଏପ୍ରିଲରେ ଆସାମରେ ହୋଇଥିବା ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୬.୪ ରେକର୍ଡ କରାଯାଇଥିଲା।





More Stories
‘ଯଦି ଇଥାନଲ ନଥାନ୍ତା,ପେଟ୍ରୋଲ ଲିଟର ୧୨୫…..
ଛାତ୍ରଛାତ୍ରୀଙ୍କୁ କ୍ଷମା ଦେଲେ ପ୍ରଧାନମନ୍ତ୍ରୀ……
ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ…..