ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଚଳପ୍ରଦେଶର ଧର୍ମଶାଳାରେ ଶନିବାର ସକାଳ ସମୟରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩ ରେକର୍ଡ କରାଯାଇଛି। ଏନସିଏସ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନାହିଁ। ଏହାପୂର୍ବରୁ ମେ’୫ରେ ଆସାମର ସୋନିତପୁରରେ ଭୂକମ୍ପର ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଥିଲା। ସେହିପରି ୨୮ ଏପ୍ରିଲରେ ଆସାମରେ ହୋଇଥିବା ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୬.୪ ରେକର୍ଡ କରାଯାଇଥିଲା।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..