ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟର ୪ ଜିଲ୍ଲାରେ ମୃଦ୍ୟୁ ଭୂକମ୍ପ ଅନୁଭୂତ ହୋଇଛି | ଭୂକମ୍ପର ତୀବ୍ରତା ୩.୫ ରେକର୍ଡ କରାଯାଇଛି । ଦିନ ୧୧ଟା ୧୯ରେ ଭୂକମ୍ପ ଝଟକା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶାର ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ ଜିଲ୍ଲାରେ ଭୂକମ୍ପ ଝଟକା ଲାଗିଛି । ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର ମଧ୍ୟବର୍ତ୍ତୀ ଅଞ୍ଚଳ ଭୂକମ୍ପର କେନ୍ଦ୍ରସ୍ଥଳ ପାଲଟିଛି ।






More Stories
୨୧ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି…..
ଆଜି ଖୋଲିବ ଭିତର ରତ୍ନଭଣ୍ଡାର…..
ପ୍ରଭାତୀଙ୍କ ବିରୁଦ୍ଧରେ ଏକାଠି ହେଲେ ସମୀରଙ୍କ ଗୋଷ୍ଠୀ……