ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତର ଦକ୍ଷିଣ ସ୍ଥିତ ଆଣ୍ଡାମାନ-ନିକୋବର ଦ୍ୱୀପରେ ଭୂକମ୍ପ ଝଟକା ଅନୁଭବ ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୪ ରେକର୍ଡ କରାଯାଇଛି। ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଆଣ୍ଡାମାନ ନିକୋବର ରାଜଧାନୀ ପୋର୍ଟ ବ୍ଲେୟର ଠାରୁ ୧୦୬ କିମି ଦୂର ପୂର୍ବ-ପୂର୍ବୋତ୍ତରରେ ଭୂମିଠାରୁ ୭୦ କିିମି ଗଭୀର ଥିଲା । ଭୂମିକମ୍ପରେ ଧନଜୀବନହାନୀ ହୋଇଥିବା ନେଇ କୌଣସି ସୂଚନା ମିଳିପାରିନାହିଁ |






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..