ରିପୋର୍ଟ କାର୍ଡ / ମୋହନା
ଗଜପତି ଜିଲ୍ଲାରେ ମୃଦୁ ଭୂକମ୍ପ ଅନଭୂତ ହୋଇଛି। ମୋହନା, ଆର୍. ଉଦୟଗିରିର ବିଭିନ୍ନ ଅଞ୍ଚଳରେ ଆଜି ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ ରେକର୍ଡ କରାଯାଇଛି। ଭୂପୃଷ୍ଠଠୁ ୫ କିମି ଗଭୀରରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି…..
ଜେଲ୍ ଗଲେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍.ଭାସ୍କର ରାଓ…..
ଓଡ଼ିଶା ଆସିବେ ଅମିତ ଶାହ…..