ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଜାପାନରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୧ ରେକର୍ଡ କରାଯାଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଭୂକମ୍ପର କେନ୍ଦ୍ରସ୍ଥଳ ହୋକ୍କାଇଡୋ ବୋଲି ଜଣାପଡିଛି। ଆଜି ୨ଟା୪୮ରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏଥିରେ ଏଯାଏଁ ଧନଜୀବନ କ୍ଷୟକ୍ଷତି ହୋଇଥିବା ନେଇ କୌଣସି ସୂଚନା ମିଳି ନାହିଁ।
More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..