ରିପୋର୍ଟ କାର୍ଡ / ରାଜସ୍ଥାନ
ଜୟପୁରରେ ଶୁକ୍ରବାର ସକାଳେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଜାତୀୟ ଭୂତତ୍ତ୍ୱ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଜୟପୁରରେ ସକାଳ ୮ଟା୦୧ ମିନିଟରେ ଭୂକମ୍ପ ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୮ ରେକର୍ଡ କରାଯାଇଛି। ବୈଜ୍ଞାନିକଙ୍କ ମତାନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ପାଞ୍ଚ କିଲୋମିଟର ଗଭୀର। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ମିଳି ନାହିଁ।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….