ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଦାଖରେ ଆଜି ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି । ସକାଳ ୫ଟା ୧୧ମି. ଲଦାଖର ଲେହ ଠାରୁ ପୂର୍ବଉତ୍ତରପୂର୍ବ ଦିଗରୁ ୧୦୪କିମି. ଦୂରରେ ଏହାର ଝଟକା ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୩.୬ ମପା ଯାଇଥିଲା । ଭୁମିକମ୍ପ ଝଟକା ଯୋଗୁଁ କିଛି କ୍ଷୟକ୍ଷତିର ସୂଚନା ମିଳିନାହିଁ । ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜି ବିଭାଗ ପକ୍ଷରୁ ଟ୍ବିଟ୍ କରାଯାଇଛି |






More Stories
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..
ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି ଜଗ୍ ଲଡକି…..