ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମିଆଁମାରରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୋର ପ୍ରାୟ ୪ଟା ୫୩ରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୫ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ କ୍ଷତି ହୋଇଥିବା ନେଇ ସୂଚନା ଏଯାଏଁ ମିଳି ନାହିଁ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….