ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାପାନରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ଭୂକମ୍ପରେ ଏଯାଏଁ ଧନଜୀବନ କ୍ଷତି ହୋଇଥିବା ନେଇ କୌଣସି ସୂଚନା ମିଳିନାହିଁ । କିୟୁଶୁ ଏବଂ ଶିକୋକୁ ଅଞ୍ଚଳକୁ ସୁନାମି ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଅଞ୍ଚଳରେ ସମୁଦ୍ର ସ୍ତର ଗୋଟିଏ ମିଟର ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ତେଣୁ ସ୍ଥାନୀୟ ବାସିନ୍ଦାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି।






More Stories
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ…..