ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ରିମାଣ୍ଡ ଅବଧି ୫ ଦିନ ବୃଦ୍ଧି ପାଇଛି। ଆଉ ୫ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟହେପାଜତରେ ରହିବେ ସିସୋଦିଆ। ଆଜି ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଶୁକ୍ରବାର ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅର୍ଥ ହେରଫେର ସମ୍ବନ୍ଧୀୟ ଯାଞ୍ଚ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ମନୀଷ ସିସୋଦିଆଙ୍କୁ କୋର୍ଟରେ ହାଜର କରିଥିଲା। ସିସୋଦିଆଙ୍କ ରିମାଣ୍ଡ ଆଜି ଶେଷ ହୋଇଥିଲା। ଇଡି କୋର୍ଟରୁ ସିସୋଦିଆଙ୍କୁ ଆଉ ୭ ଦିନ ରିମାଣ୍ଡରେ ନେବାକୁ ନିବେଦନ କରିଥିଲା।






More Stories
ଆଜି ରାତିରେ ବଡ ଯୁଦ୍ଧ ! ୮ଟା ଯାଏଁ ଡେଡ୍ଲାଇନ୍…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..