ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କ ଘନିଷ୍ଠ ସହଯୋଗୀ ସୁରଜ ଚାବନ, ସଞ୍ଜୟ ରାଉତଙ୍କ ଘନିଷ୍ଠ ସହଯୋଗୀ ସୁଜିତ ପାଟକରଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। କୋଭିଡ ସମୟରେ ଲାଇଫଲାଇନ କମ୍ପାନୀ ଅଧୀନରେ ହୋଇଥିବା କେତେକ ଦୁର୍ନୀତି ପାଇଁ ଇଡ଼ି ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ମିଳିଥିବା ରିପୋର୍ଟ ଅନୁସାରେ ଆଦିତ୍ୟ ଏବଂ ସଞ୍ଜୟ ରାଉତଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡିର ଚଢାଉ ଚାଲିଥିବା ସୂଚନା ମିଳୁଛି |






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
ଆପ ଅଭିଯୋଗକୁ ରାଘବଙ୍କ ଖଣ୍ଡନ…..
ଇସ୍ରାଏଲକୁ ଉଡ଼ିବନି ଏୟାର ଇଣ୍ଡିଆ ବିମାନ…..