ରିପୋର୍ଟ କାର୍ଡ / ନୂଆଦିଲ୍ଳୀ
କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ହରକ ସିଂ ରାୱତଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢଉ କରିଛି । ହରକଙ୍କ ବିରୋଧରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଡ଼ି । ଦିଲ୍ଲୀ, ଚଣ୍ଡିଗଡ ଏବଂ ଉତ୍ତରପ୍ରଦେଶରେ ଥିବା ବାସଭବନରେ ଚଢଉ କରାଯାଇଛି। ଏହି ୩ଟି ରାଜ୍ୟରେ ମୋଟ ୧୬ଟି ସ୍ଥାନରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।






More Stories
ନିର୍ବାଚନ ଲଢିବେ ଆରଜି କର ବଳାତ୍କାର ପୀଡିତାଙ୍କ ମାଆ……
ଏଲ୍ପିଜି ସଙ୍କଟରୁ ମିଳିବ ମୁକ୍ତି: ଆମେରିକାରୁ ପହଞ୍ଚିଲା ଜାହାଜ……
ଜଳ ଜୀବନର ଆଧାର……