ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ୭ ଦିନିଆ ରିମାଣ୍ଡରେ ଯିବେ ଅର୍ଚ୍ଚନା ନାଗ | ରିମାଣ୍ଡରେ ନେବାକୁ ଇଡିକୁ ଅନୁମତି ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ। ରିମାଣ୍ଡରେ ନେଇ ୧୩ ତାରିଖରେ ହାଜର କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଏହି ରିମାଣ୍ଡ ସମୟରେ ଇଡି ଶ୍ରଦ୍ଧାଞ୍ଜଳି-ଅକ୍ଷୟ ପରିଜା-ପ୍ରମୋଦ ସ୍ଵାଇଁଙ୍କୁ ମୁହାଁମୁହିଁ ଜେରା କରିପାରେ । ୧୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ଇଡି। ହେଲେ କେବଳ ୭ ଦିନ ପାଇଁ ଅନୁମତି ମିଳିଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..