ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୩ ତାରିଖରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢା ଆରମ୍ଭ ହେବ । ସେହିପରି ୧୭ ତାରିଖରୁ ପିଜି ପ୍ରଥମ ବର୍ଷ ପାଠପଢା ଆରମ୍ଭ ହେବ । ଏସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଶୁକ୍ରବାର ଦିନ ସମସ୍ତ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷ ଓ ସମସ୍ତ କଲେଜର ଅଧ୍ୟକ୍ଷମାନଙ୍କୁ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ଏଥିସହ ସେହି ଦିନ ଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା କରିବାକୁ ଚିଠିରେ କୁହାଯାଇଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..