ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି ନାରାବାଜି କରିଥିଲେ କଂଗ୍ରେସ କର୍ମୀ। ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼ କରିଥିଲେ। ଫଳରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
More Stories
ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର: ବବି,ଡାନି ସୁଲତା ଆହତ…..
ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥାହେଲେ ରାହୁଲ…..
ଉତ୍ତରରେ ପ୍ରବଳ ବର୍ଷା ସମ୍ଭାବନା……