ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଚମ ଥର ପାଇଁ ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ନିଫି ରିଓ ଆଜି ଶପଥ ଗ୍ରହଣ କରିଛନ୍ତି। ଏନଡିପିପି ମୁଖ୍ୟ ନିଫି ରିଓ ୧୨ ଜଣ ମନ୍ତ୍ରୀଙ୍କ ସହ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଥିଲେ। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସାରମା ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।






More Stories
ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା !…..
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..
ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ…..