Report Card Odisha

| Daily Odia News

ଆଜି ଘୋଷଣା ହେବ ୩ ରାଜ୍ୟର ନିର୍ବାଚନ ତାରିଖ….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ୩ ରାଜ୍ୟର ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଦିନ ୨ ଟା ୩୦ରେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବେ । ନାଗାଲାଣ୍ଡ, ମେଘାଳୟ ଓ ତ୍ରିପୁରା ରାଜ୍ୟ ପାଇଁ ନିର୍ବାଚନୀ ତାରିଖ ଘୋଷଣା ହେବ |

Breaking News