ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବାକୁ ଯାଉଛନ୍ତି କେନ୍ଦ୍ର ନିର୍ବାଚନ ଅଧିକାରୀ ସୁଶୀଲ ଚନ୍ଦ୍ରା । ଏ ନେଇ ରବିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ତେବେ ଆଗକୁ ସୁଶୀଲଙ୍କ ନିଯୁକ୍ତି ନେଇ ସରକାର ବିଜ୍ଞପ୍ତି ଜାରି କରିବେ ବୋଲି ସୂଚନା ମିଳିଛି। ସୁନୀଲ ଆରୋରା ଏପ୍ରିଲ୍ ୧୨ରେ ପଦରୁ ଅବସର ଗ୍ରହଣ କରିବାର ଗୋଟିଏ ଦିନ ପରେ ସୁଶୀଲ ଚନ୍ଦ୍ରା ଏପ୍ରିଲ ୧୩ରେ ଦାୟିତ୍ବ ଗ୍ରହଣ କରିବେ | ଲୋକସଭା ନିର୍ବାଚନ ପୂର୍ବରୁ ୧୪ ଫେବୃଆରୀ ୨୦୧୯ ରେ ସୁଶୀଲ ଚନ୍ଦ୍ରାଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଥିଲା।






More Stories
ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ବାଛିବେ ଶାହା-ମୋହନ…..
୯ ରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ…..
ବିସ୍ଫୋରଣ: ୨୧ ମୃତ,୬୧ ଆହତ…..