ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସଭା ନିର୍ବାଚନରେ ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ଆଗରେ ଏନଡିଏ ରହିଥିବା ବେଳେ ପଛରେ ଇଣ୍ଡିଆ ମେଣ୍ଟ। ବିଜେପି ନେତୃତ୍ୱାଧୀନ ଏନଡିଏ ୨୦୨ ସିଟ୍ରେ ଆଗରେ ରହିଥିବା ବେଳେ ଇଣ୍ଡିଆ ମେଣ୍ଟ ୧୧୭ରେ ଆଗୁଆ ରହିଛି। ଏପଟେ ଓଡ଼ିଶାରେ ଭୋଟ ଗଣତି ଜାରି ରହିଛି। ପୁରୀ ବିଧାନସଭା ଆସନରେ ବିଜେପି ଆଗୁଆ ରହିଛି। ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ ରହିଥିବା ସୂଚନା ମିଳିଛି। ଭୁବନେଶ୍ୱର ମଧ୍ୟ ଆସନରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଗୁଆ ଅଛନ୍ତି। ତାଙ୍କ ବିପକ୍ଷରେ ବିଜେଡି ତରଫରୁ ଅନନ୍ତ ନାରାୟଣ ଜେନା ପ୍ରାର୍ଥୀ ହୋଇଛନ୍ତି।






More Stories
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..